ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟବାସୀଙ୍କୁ ରଙ୍ଗ ଓ ଆନନ୍ଦର ପର୍ବ ହୋଲି ଅବସରରେ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କହିଛନ୍ତି- ମହାମାରୀ କରୋନା ପାଇଁ ଆମେ ଏବେ ଏକ ଅସାଧାରଣ ସମୟ ଦେଇ ଗତି କରୁଛେ । ତେଣୁ, ଆପଣମାନେ ଘରେ ରହି ହୋଲି ଖେଳିବା ସହ ନିଜ ପରିବାର ଓ ବନ୍ଧୁ ପରିଜନଙ୍କୁ ସୁରକ୍ଷିତ ରଖିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି ।






More Stories
ୟୁଟ୍ୟୁବର ହତ୍ୟା ମାମଲା:୩ ଗିରଫ, ଛୁରୀ ଜବତ…..
ପ୍ରତି ଜିଲ୍ଲାରେ ପୁସ୍ତକ ମେଳା…..
ରାଜଧାନୀରେ ୟୁଟ୍ୟୁବରଙ୍କୁ ହତ୍ୟା……