ରିପୋର୍ଟ କାର୍ଡ / ଭୁବନେଶ୍ଵର
ରାଜ୍ୟ ବାସୀଙ୍କ ପାଇଁ ଖୁସି ଖବର | ଆଉ ବର୍ଷେ ମିଳିବ ମାଗଣା ଚାଉଳ | ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଆଉ ବର୍ଷେ ଚାଉଳ ମିଳିବ | ଏନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି | ୨୦୨୩ ଜାନୁଆରୀ ରୁ ଡିସେମ୍ବର ପର୍ଯ୍ୟନ୍ତ ମାଗଣା ଚାଉଳ ବଣ୍ଟନହେବ | ମାସିକ ମୁଣ୍ଡପିଚା ମିଳିବ ୫ କେଜି ଚାଉଳ, ଖର୍ଚ୍ଚ ହେବ ୧୮୫ କୋଟି ଟଙ୍କା |






More Stories
ଘୂର୍ଣ୍ଣିଝଡ଼ ସମ୍ଭାବନା କମ୍….
ଏସିଆନ୍ ଗେମ୍ସ: ଭାରତକୁ ୬ ସ୍ୱର୍ଣ୍ଣ, ୫ମ ସ୍ଥାନରେ ଭାରତ…..
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….