Report Card Odisha

| Daily Odia News

ମତଦାନ କରି ଗଣତନ୍ତ୍ରର ମହାପର୍ବରେ ସାମିଲ ହୁଅନ୍ତୁ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଓଡ଼ିଶାରେ ଆଜି ପ୍ରଥମ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଛି । ୪ଟି ସଂସଦୀୟ କ୍ଷେତ୍ର ଓ ୨୮ଟି ବିଧାନସଭା ଆସନରେ ଚାଲିଛି ମତଦାନ। ତେବେ ଗଣତନ୍ତ୍ର ଏହି ମହାପର୍ବରେ ସମସ୍ତେ ସାମିଲ ହେବାକୁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏକ୍ସରେ ପୋଷ୍ଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆପଣମାନଙ୍କ ପ୍ରତିଟି ଭେଟ୍‌‌ ଗଣତନ୍ତ୍ରର ଭିତ୍ତିକୁ ମଜଭୁତ କରିବ। ବିକାଶର ଧାରାକୁ ଆଗେଇ ନେବ। ସାଧାରଣ ନିର୍ବାଚନ ୨୦୨୪ରେ ବହୁ ସଂଖ୍ୟାରେ ମତଦାନ କରି ଗଣତନ୍ତ୍ରର ମହାପର୍ବରେ ସାମିଲ ହୁଅନ୍ତୁ।

Breaking News