ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ରାଷ୍ଟ୍ରପତି ନିର୍ବାଚନ ପାଇଁ ମତଦାନ ଜାରି ରହିଛି । ଦେଶର ୧୫ ତମ ରାଷ୍ଟ୍ରପତି ନିର୍ବାଚନ ପାଇଁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ସକାଳ ୧୦ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୫ଟା ଯାଏଁ ଚାଲିବ । ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ନିର୍ବାଚନରେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ବିଜେଡି ସମର୍ଥନ କରିବା ନେଇ ମୁଖ୍ୟମନ୍ତ୍ରୀ କହିଥିଲେ | ଆଗକୁ ଉପରାଷ୍ଟ୍ରପତି ନିର୍ବାଚନ ଏଥିରେ ମଧ୍ୟ ସମର୍ଥନ କରିବା ବିଜେଡି |






More Stories
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..
୨୩ ଜିଲ୍ଲା ପାଇଁ ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଘୋଷଣା…..