ରିପୋର୍ଟ କାର୍ଡ / ଭୁବନେଶ୍ୱର
ବାଲିକୁଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା ବରିଷ୍ଠ ନେତା ଉମେଶ ଚନ୍ଦ୍ର ସ୍ବାଇଁଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ବିଟ୍ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, “ବାଲିକୁଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଉମେଶ ଚନ୍ଦ୍ର ସ୍ବାଇଁଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନପ୍ରତିନିଧି ଭାବେ ତାଙ୍କ ନିଃସ୍ବାର୍ଥପର ସେବା ଓ ଜନ କଲ୍ୟାଣକାରୀ କାର୍ଯ୍ୟ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।”






More Stories
ପଟ୍ଟାରେ ଲାଗିବ କ୍ୟୁଆର୍ କୋଡ୍…..
ରାଜ୍ୟସଭା ନିର୍ବାଚନ ବିଗୁଲ୍ !…..
୧୩ରେ ରାଜ୍ୟ କ୍ୟାବିନେଟ୍…..