ରିପୋର୍ଟ କାର୍ଡ / ଭୁବନେଶ୍ୱର
ସରକାରୀ ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ମେଡ଼ିକାଲ୍ ଓ ଇଞ୍ଜିନିୟରିଂରେ ସଂରକ୍ଷଣ ନେଇ ଆଜି ବିଧାନସଭାରେ ସଂକଳ୍ପ ଆଗତ ହୋଇଛି। ମେଡ଼ିକାଲ ଓ ଇଞ୍ଜିନିୟରିଂ ପଢ଼ିବା ପାଇଁ ସରକାରୀ ସ୍କୁଲ୍ର ଛାତ୍ରଛାତ୍ରୀଙ୍କୁ ୧୫% ସଂରକ୍ଷଣ ନେଇ ସଂକଳ୍ପ ଆଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହାଇ ପାୱାର କମିଟି ପୂର୍ବରୁ ସଂରକ୍ଷଣ ପାଇଁ କ୍ୟାବିନେଟ୍ରେ ଆସିଥିଲା ପ୍ରସ୍ତାବ ।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..