ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ସଂଧ୍ୟା ୫ଟାରେ ମୁଖ୍ୟମନ୍ତ୍ରୀ ଡାକିଛନ୍ତି ଗୁରୁତ୍ୱପୂର୍ଣ୍ଣ ବୈଠକ । ରାଜ୍ୟରେ କୋଭିଡ଼ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନଫରେନ୍ସି ଜରିଆରେ ଏହି ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନେ ଉପସ୍ଥିତ ରହିବେ । ସେହିପରି ବୈଠକରେ ମୁଖ୍ୟ ଶାସନ ସଚିବ,ଉନ୍ନୟନ କମିଶନର ପ୍ରମୁଖ୍ ସାମିଲ ରହିବେ। ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ବଢ଼ିବାରେ ଲାଗିଛି । ସମୀକ୍ଷା ପରେ ଘୋଷଣା ହୋଇପାରେ କିଛି ନୂଆ ପଦକ୍ଷେପ | ଯାହାକୁ ନେଇ ରାଜ୍ୟ ବାସୀଙ୍କ ମନରେ ପ୍ରଶ୍ନ ବାଛିସୃଷ୍ଟି କରୁଛି |
More Stories
କରୋନା ଗାଇଡଲାଇନ୍ ଜାରି, ମାସ୍କ ବାଧ୍ୟତାମୂଳକ……
ଇରାନରେ ରହୁଥିବା ଭାରତୀୟଙ୍କ ପାଇଁ ହେଲପଲାଇନ୍ ନଂ ଜାରି…..
୨୦ ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ…..