ରିପୋର୍ଟ କାର୍ଡ / ଭୁବନେଶ୍ୱର
ସହରାଞ୍ଚଳ ରାସ୍ତାଘାଟ ଓ ନର୍ଦ୍ଦମା ମରାମତି ତଥା ଉନ୍ନତିକରଣ ପାଇଁ ୫୦୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବର୍ଷା ଯୋଗୁଁ ସାରା ରାଜ୍ୟରେ ବିଭିନ୍ନ ସହରାଞ୍ଚଳର କ୍ଷତିଗ୍ରସ୍ତ ହୋଇଥିବା ବିଭିନ୍ନ ରାସ୍ତାଘାଟ, ନର୍ଦ୍ଦମା ଓ ଫୁଟପାଥ ଆଦିର ମରାମତି ତଥା ଉନ୍ନତି କରଣ ହେବ । ଏଥିପାଇଁ ମୁଖ୍ୟମନ୍ତ୍ରୀ ୫୦୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ତେବେ ଏହି କାର୍ଯ୍ୟ ତୁରନ୍ତ ଆରମ୍ଭ କରିବା ସହିତ ଆଗାମୀ ମୌସୁମୀ ଋତୁ ପୂର୍ବରୁ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।






More Stories
ପାଣ୍ଡିଆନ ଆମ ନେତା ନୁହନ୍ତି……
ବାଂଲାଦେଶ ହିଂସା ଉସୁକାଉଛି ପାକ୍ ସେନା,ଆଇଏସ୍ଆଇ…..
ଚିଟ୍ଫଣ୍ଡ ଜମାକାରୀ ପାଇବେ ଟଙ୍କା….