ରିପୋର୍ଟ କାର୍ଡ / ଭୁବନେଶ୍ୱର
ସହରାଞ୍ଚଳ ରାସ୍ତାଘାଟ ଓ ନର୍ଦ୍ଦମା ମରାମତି ତଥା ଉନ୍ନତିକରଣ ପାଇଁ ୫୦୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବର୍ଷା ଯୋଗୁଁ ସାରା ରାଜ୍ୟରେ ବିଭିନ୍ନ ସହରାଞ୍ଚଳର କ୍ଷତିଗ୍ରସ୍ତ ହୋଇଥିବା ବିଭିନ୍ନ ରାସ୍ତାଘାଟ, ନର୍ଦ୍ଦମା ଓ ଫୁଟପାଥ ଆଦିର ମରାମତି ତଥା ଉନ୍ନତି କରଣ ହେବ । ଏଥିପାଇଁ ମୁଖ୍ୟମନ୍ତ୍ରୀ ୫୦୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ତେବେ ଏହି କାର୍ଯ୍ୟ ତୁରନ୍ତ ଆରମ୍ଭ କରିବା ସହିତ ଆଗାମୀ ମୌସୁମୀ ଋତୁ ପୂର୍ବରୁ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।






More Stories
ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ…..
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ପ୍ରବଳ ବର୍ଷା ସମ୍ଭାବନା…..
ପାଠ୍ୟପୁସ୍ତକ ବିଭ୍ରାଟ ମାମଲା:ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀ ଅଟକ