ରିପୋର୍ଟ କାର୍ଡ /ଭୁବନେଶ୍ୱର
ଆସନ୍ତା ୧୩ତାରିଖରେ ୩ଦିନିଆ ମୁମ୍ବାଇ ଗସ୍ତରେ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ମୁମ୍ବାଇଠାରେ ୧୪ତାରିଖରେ ‘ଓଡ଼ିଶା ଇନଭେଷ୍ଟର୍ସ ମିଟ୍’ ଅନୁଷ୍ଠିତ ହେବାକୁ ଯାଉଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗ ଦେବେ । ଏହାସହ ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ନିବେଶକଙ୍କୁ ଭେଟିବା କାର୍ଯ୍ୟକ୍ରମ ସ୍ଥିର ହୋଇଛି । କାର୍ଯ୍ୟକ୍ରମ ରେ ମୁଖ୍ୟ ସଚିବ ସୁରେଶ କୁମାର ମହାପାତ୍ର, ଶିଳ୍ପ ସଚିବ ହେମନ୍ତ ଶର୍ମାଙ୍କ ସମେତ ବରିଷ୍ଠ ଅଧିକାରୀ ଓ ଫିକ୍କିର ପଦାଧିକାରୀମାନେ ସାମିଲ ହେବେ ।






More Stories
ପୀତବାସ ହତ୍ୟା ମାମଲାର: ଡାକ୍ତରଙ୍କ ମୋବାଇଲ ଫୋନ ଜବତ…..
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ବିଦ୍ୟାଭାରତୀଙ୍କ ଆବେଦନର ଶୁଣାଣି ଶେଷ….
ଆମ ବସ୍’ ଯାତ୍ରା ମାଗଣା…..