ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ପବିତ୍ର ପଣା ସଂକ୍ରାନ୍ତି ତଥା ଓଡିଆ ନବବର୍ଷ ।ଏଥିସହିତ ଆଜି ହନୁମାନଙ୍କ ଜୟନ୍ତୀ। ତେବେ ଏହି ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି ପବିତ୍ର ପଣା ସଂକ୍ରାନ୍ତି ତଥା ଓଡିଆ ନୂଆବର୍ଷ ଅବସରରେ ଆପଣ ସମସ୍ତଙ୍କୁ ମୋର ଅଭିନନ୍ଦନ । ମହାପ୍ରଭୁ ଜଗନ୍ନାଥଙ୍କ କୃପାରୁ ନୂଆବର୍ଷ ସମସ୍ତଙ୍କ ପାଇଁ ମଙ୍ଗଳମୟ ହେଉ । ଜୟ ଜଗନ୍ନାଥ ।
More Stories
ଭାରତ-ଇଂଲଣ୍ଡ ମ୍ୟାଚ୍:ଆଜି କାଉଣ୍ଟରରେ ଟିକଟ ବିକ୍ରି ଆରମ୍ଭ…..
ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ,୨୪ ଆହତ….
କୁମ୍ଭମେଳାରେ ବୁଡ ପକାଇବେ ପ୍ରଧାନମନ୍ତ୍ରୀ…..