ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଉତ୍କଳ ଦିବସ । ଏହି ଅବସରରେ ରାଜ୍ୟବାସୀଙ୍କୁ ଟ୍ୱିଟ୍ କରି ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟ୍ୱିଟ୍ କରି କହିଛନ୍ତି ଯେ, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ସହ ଆମ ଭାଷା, ସାହିତ୍ୟ ଓ ସଂସ୍କୃତିର ଗୌରବ ବୃଦ୍ଧି କରିଥିବା ମହାପୁରୁଷମାନଙ୍କୁ ସେ ସମ୍ମାନ ଜଣାଇଛନ୍ତି। ମହାପୁରୁଷମାନେ ଭାଷା, ସାହିତ୍ୟ, ସଂସ୍କୃତିର ଗୌରବ ବୃଦ୍ଧି କରିଛନ୍ତି । ବିଭିନ୍ନ କ୍ଷେତ୍ରରେ ଓଡ଼ିଶାର ସ୍ବତନ୍ତ୍ର ପରିଚୟକୁ ବଜାୟ ରଖିବା ସହ ଏହାକୁ ଆହୁରି ପରିବ୍ୟାପ୍ତ କରିବା ପାଇଁ ସଂକଳ୍ପବଦ୍ଧ ହେବାକୁ ଆହ୍ୱାନ କରିଛନ୍ତି ମୁଖ୍ୟମନ୍ତ୍ରୀ ।






More Stories
ଘୂର୍ଣ୍ଣିବଳୟ ସକ୍ରିୟ:ଘଡ଼ଘଡି ସହ ବର୍ଷା ସମ୍ଭାବନା…..
ବାତ୍ୟା ନେଇ ଏଯାଏଁ କୌଣସି ଆକଳନ ହୋଇନି…..
ଏ.ସି.ଏଫ୍. ସୌମ୍ୟରଂଜନ ମୃତ୍ୟୁ ମାମଲା: ରୋଷେୟା ଗିରଫ….