ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ପହିଲି ରଜ । ଗାଁ ରୁ ସହର ସବୁଆଡେ ରଜ ମନାଯାଉଛି | ଏହି ପହିଲି ରଜ ଅବସରରେ ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି ଯେ, ଗଣପର୍ବ ରଜ ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା। ଓଡ଼ିଆ ସଂସ୍କୃତି ଓ ପରମ୍ପରାର ପ୍ରତୀକ ଏହି ପର୍ବ ସମାଜରେ ଆନନ୍ଦ, ଉତ୍ସାହ ଓ ଉଲ୍ଲାସ ଭରିଦେଉ। ଏହି ଅବସରରେ ସମସ୍ତଙ୍କ ସୁଖ ଓ ମଙ୍ଗଳମୟ ଜୀବନ କାମନା କରୁଛି।






More Stories
ଫାଟିଲା ଗ୍ୟାସ୍ ସିଲିଣ୍ଡର; ଜଳିଲା ବଜାର….
ତହସିଲ୍ଦାରଙ୍କ ଘରେ ଭିଜିଲାନ୍ସ ରେଡ଼…..
ୟୁଟ୍ୟୁବର ହତ୍ୟା ମାମଲା:୩ ଗିରଫ, ଛୁରୀ ଜବତ…..