ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ପବିତ୍ର ଶ୍ରୀରାମ ନବମୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଟୁଇଟ୍ କରି ସେ ଲେଖିଛନ୍ତି,’ ପବିତ୍ର ରାମ ନବମୀ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା । ମହାପ୍ରଭୁଙ୍କ ଅପାର କରୁଣାରୁ କରୋନା ସଙ୍କଟ ଶୀଘ୍ର ଦୂର ହେଉ । ଏହି ପବିତ୍ର ଅବସରରେ ମହାପ୍ରଭୁଙ୍କ ପାଖରେ ରାଜ୍ୟର ସମୃଦ୍ଧି ଓ ସମସ୍ତଙ୍କ ମଙ୍ଗଳମୟ ଜୀବନ କାମନା କରୁଛି’ ବୋଲି ଟ୍ୱଇଟରେ ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ।






More Stories
କ୍ଷମା ମାଗିଲା ଅନଲାଇନ୍ ଡ୍ରାଇଭର ସଂଘ;ଆମେ ଗୁଣ୍ଡା ନୁହେଁ…..
୨୮ ରେ ମିଳିବ ସୁଭଦ୍ରା ଟଙ୍କା…..
ଗାଡ଼ିକୁ ପରିମିଟ୍ ଫି’ ଛାଡ଼…..