ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ପହିଲି ରଜ | ଓଡ଼ିଶାର ପାମ୍ପରିକ ଗଣ ପର୍ବ ରଜ ପର୍ବ | ଏହି ରଜ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବସୁଧା, ପ୍ରକୃତି ଓ ନାରୀ ମାନଙ୍କ ମହନୀୟତାକୁ ସମ୍ମାନ ଜଣାଇବାର ଏହା ଆମର ଅନନ୍ୟ ପରମ୍ପରା ବୋଲି ଟୁଇଟ୍ କରି ନବୀନ ଲେଖିଛନ୍ତି । ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଟୁଇଟ୍ କରି ଜଣାଇଛନ୍ତି ଶୁଭେଚ୍ଛା ।
More Stories
କଂଗ୍ରେସକୁ ଫେରିବା ନେଇ ଇସାରା ଦେଲେ ପ୍ରଫୁଲ୍ଲ!……
ସାର୍ବଜନୀନ ହେବ ରତ୍ନଭଣ୍ଡାର ଅଳଙ୍କାର….
୪୪ ଓଏଏସ୍ ଅଫିସରଙ୍କ ବଦଳି…..