ରିପୋର୍ଟ କାର୍ଡ / ନୂଆଦିଲ୍ଲୀ /ଭୁବନେଶ୍ୱର
‘ଜୀବନବ୍ୟାପୀ ସାଧନା ସମ୍ମାନ’ରେ ସମ୍ମାନିତ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଦିଲ୍ଲୀରେ ପୂର୍ବତନ ସିଜେଆଇ ଜଷ୍ଟିସ ଏନ.ଭି.ରମଣାଙ୍କ ଠାରୁ ନବୀନ ପୁରସ୍କାର ଗ୍ରହଣ କରିଛନ୍ତି । ତାଙ୍କର ଉଲ୍ଲେଖନୀୟ ନେତୃତ୍ୱ ପାଇଁ ଏହି ସମ୍ମାନରେ ତାଙ୍କୁ ସମ୍ମାନିତ କରାଯାଇଥିବା ସୂଚନା ମିଳିଛି । କ୍ୟାପିଟାଲ ଫାଉଣ୍ଡେସନ ସୋସାଇଟି ପକ୍ଷରୁ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି | ଏଥିରେ ବହୁ ବିଶିଷ୍ଟ ବ୍ୟକ୍ତି ସାମିଲ ହୋଇଥିଲେ ।






More Stories
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା…..
ଆଜି ରାଜ୍ୟ କ୍ୟାବିନେଟ ବୈଠକ….
୧୦ରେ ରାଜ୍ୟ କ୍ୟାବିନେଟ୍…..