ରିପୋର୍ଟ କାର୍ଡ / ଭୁବନେଶ୍ୱର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସନ୍ଧ୍ୟାରେ ନୂଆଦିଲ୍ଲୀ ଯିବେ। ସେ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଥିବା ଜଣାଯାଇଛି। ଏଣେ ଆଜି ଦିନ ୧୨ଟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଆୟୋଜିତ ହେଉଛି।ଏହି ବୈଠକରେ ଗୃହ ସଚିବ, ପୋଲିସ ଡିଜି. ମୁଖ୍ୟ ଶାସନ ସଚିବ, କ୍ରାଇମବ୍ରାଞ୍ଚ ଓ ଅନ୍ୟ ବିଭାଗୀୟ ଅଧିକାରୀ ଉପସ୍ଥିତ ରହିବେ ବୋଲି ଜଣାଯାଇଛି।






More Stories
ନୂଆ ରୂପ ନେବ ରାଜ୍ୟର ସବୁ ବସ୍ଷ୍ଟାଣ୍ଡ…..
୧୦ ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟ୍ ମୋହର…..
ଚାଷୀଙ୍କ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି…..