ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୨୯ତାରିଖରୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ଏହି ଗସ୍ତ ସମୟରେ ସେ ଓଡ଼ିଶା ଭବନରେ କେନ୍ଦ୍ର ସରକାରରେ ପଡ଼ି ରହିଥିବା ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟର ଅଗ୍ରଗତିର ସମୀକ୍ଷା କରିବେ। ଏହି ସୂଚନା ବିଶ୍ୱସ୍ତ ସୁତ୍ରରୁ ମିଳିଛି । ସେହିପରି ଜୁଲାଇରେ ରାଷ୍ଟ୍ରପତି ନିର୍ବାଚନ ଓ ଅଗଷ୍ଟରେ ଉପରାଷ୍ଟ୍ରପତି ନିର୍ବାଚନ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ବିଜେପିର ଶୀର୍ଷ ନେତାଙ୍କ ସହ ଅଣଆନୁଷ୍ଠାନିକ ବିଚାରବିମର୍ଶ କରିପାରନ୍ତି ବୋଲି ଚର୍ଚ୍ଚା ହେଉଛି ।






More Stories
ପୂର୍ବତନ ଡିଜିପି ଯୋଗେଶ ବାହାଦୂର ଖୁରାନିଆଙ୍କୁ ନୋଟିସ୍…..
ହୋଟେଲ ଚେକ୍-ଇନ୍ରେ ବଦଳିବ ନିୟମ!…..
ଆମ ବସ୍’ ଯାତ୍ରା ମାଗଣା…..