Report Card Odisha

| Daily Odia News

ରାଜ୍ୟବାସୀଙ୍କୁ ମୋର ଶୁଭେଚ୍ଛା…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଜି ସାରା ଦେଶ ପାଳୁଛି ୭୬ ତମ ସ୍ୱାଧିନତା ଦିବସ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । କହିଛନ୍ତି, ୭୬ତମ ସ୍ୱାଧୀନତା ଦିବସ ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଉଛି । ପ୍ରତିଟି ଭାରତୀୟଙ୍କ ପାଇଁ ଏହା ଗୌରବର ମୁହୂର୍ତ୍ତ । ସମସ୍ତଙ୍କ ମିଳିତ ଉଦ୍ୟମରେ ଓଡ଼ିଶା ଏବେ ବିକାଶର ବିଭିନ୍ନ କ୍ଷେତ୍ରରେ ଆଦର୍ଶ ସାଜିଛି । ଆସନ୍ତୁ ବିକାଶର ଧାରାକୁ ବଜାୟ ରଖିବା, ଶ୍ରେଷ୍ଠ ଓଡ଼ିଶା ଗଠନ ଦିଗରେ ଏକ ହୋଇ ଆଗକୁ ବଢ଼ିବା । ଜୟ ହିନ୍ଦ ।

Breaking News