ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଓଲିଉଡ୍ ଅଭିନେତା ପିଣ୍ଟୁ ନନ୍ଦଙ୍କ ଦେହାନ୍ତରେ ଟ୍ୱିଟ୍ କରି ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି ଲେଖିଛନ୍ତି, ଓଡ଼ିଆ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ନିଜ ନିଖୁଣ ଅଭିନୟ ଦ୍ୱାରା ଚଳଚ୍ଚିତ୍ର ଏବଂ ଧାରାବାହିକରେ ସେ ଛାଡିଯାଇଥିବା ଛାପ ତାଙ୍କୁ ଦର୍ଶକଙ୍କ ହୃଦୟରେ ସର୍ବଦା ସ୍ମରଣୀୟ କରି ରଖିବ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..