ରିପୋର୍ଟ କାର୍ଡ / ଭୁବନେଶ୍ୱର
ପବିତ୍ର ଶ୍ରୀରାମ ନବମୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ତାଙ୍କ ସୋସିଆଲ ମିଡ଼ିଆ ହ୍ୟାଣ୍ଡେଲ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ପବିତ୍ର ଶ୍ରୀରାମ ନବମୀ ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଉଛି। ମର୍ଯ୍ୟାଦାପୁରୁଷ ପ୍ରଭୁ ଶ୍ରୀରାମଙ୍କ ଆଶୀର୍ବାଦରୁ ପ୍ରତ୍ଯେକଟି ଜୀବନ ମଙ୍ଗଳମୟ ହେଉ।






More Stories
୨୦ରୁ ଠିକାଦାରଙ୍କ ଆନ୍ଦୋଳନ…..
ପାରାଦୀପରେ ହେବ ବ୍ଲୁ ଫ୍ଲାଗ୍ ବିଚ୍…..
୩ ରାଜ୍ୟସଭା ଆସନ ଦଖଲ କରିବ ବିଜେପି….