ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ପ୍ରକାଶ ପାଇଥିବା ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାର କୃତି ଛାତ୍ରଛାତ୍ରୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କହିଛନ୍ତି କି ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାର କୃତି ଛାତ୍ରଛାତ୍ରୀଙ୍କୁ ମୋର ଶୁଭେଚ୍ଛା। ପରୀକ୍ଷା ଦେଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କ ଉଦ୍ୟମକୁ ପ୍ରଶଂସା କରୁଛି। ଫଳାଫଳ ନିର୍ବିଶେଷରେ ଜୀବନରେ ସଫଳ ହେବା ସହ ସମାଜ ପାଇଁ କିଛି କରିବାର ଦୃଢ଼ ମନୋଭାବ ନେଇ ସମସ୍ତେ ଆଗକୁ ବଢ଼ନ୍ତୁ। ସମସ୍ତଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..