ରିପୋର୍ଟ କାର୍ଡ / ଭୁବନେଶ୍ୱର
କେନ୍ଦ୍ର ଶିକ୍ଷା ତଥା ଉତ୍ତର ପୂର୍ବାଞ୍ଚଳ ବିକାଶ ରାଷ୍ଟ୍ରମନ୍ତ୍ରୀ ଡ. ସୁକାନ୍ତ ମଜୁମଦାର ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଥିବା ଜଣାପଡିଛି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଓ ଡ. ମଜୁମଦାର କେତେକ ପ୍ରମୁଖ ପ୍ରସଙ୍ଗ ଉପରେ ଆଲୋଚନା କରିଥିବା ଜଣାପଡିଛି।
More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..