ରିପୋର୍ଟ କାର୍ଡ / ଭୁବନେଶ୍ୱର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। କହିଛନ୍ତି, ଶହୀଦ ବାଜି ରାଉତଙ୍କ ଜୟନ୍ତୀକୁ ଏଣିକି ସରକାରୀସ୍ତରରେ ପାଳନ କରାଯିବ। ଓଡ଼ିଶାର ସର୍ବକନିଷ୍ଠ ବରପୁତ୍ରଙ୍କୁ ସମ୍ମାନ ଜଣାଇବା ପାଇଁ ରାଜ୍ୟସ୍ତରୀୟ ବାଜି ରାଉତ ଜୟନ୍ତୀ ପାଳନ କରାଯିବ। ଦେଶ ତଥା ରାଜ୍ୟ ପାଇଁ ତାଙ୍କ ତ୍ୟାଗ, ବଳିଦାନ, ସଂଘର୍ଷକୁ ସମ୍ମାନ ଜଣାଇବା ପାଇଁ କାର୍ଯ୍ୟକ୍ରମ ସବୁ ଆୟୋଜନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।
More Stories
ହମାସ ମୁଖ୍ୟ ୟାହୟା ସିନୱାର ନିହତ…..
ଆଗାମୀ ସପ୍ତାହରେ ଓଡ଼ିଶାକୁ ଛୁଇଁପାରେ ବାତ୍ୟା,ସମୁଦ୍ର ଭିତରକୁ ମତ୍ସ୍ୟଜୀବୀଙ୍କୁ ବାରଣ….
ଚଳନ୍ତା ଟ୍ରେନ୍ରୁ ଖସି ପଡ଼ିଲେ ମା’ ଝିଅ…..