ରିପୋର୍ଟ କାର୍ଡ / ଭୁବନେଶ୍ୱର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। କହିଛନ୍ତି, ଶହୀଦ ବାଜି ରାଉତଙ୍କ ଜୟନ୍ତୀକୁ ଏଣିକି ସରକାରୀସ୍ତରରେ ପାଳନ କରାଯିବ। ଓଡ଼ିଶାର ସର୍ବକନିଷ୍ଠ ବରପୁତ୍ରଙ୍କୁ ସମ୍ମାନ ଜଣାଇବା ପାଇଁ ରାଜ୍ୟସ୍ତରୀୟ ବାଜି ରାଉତ ଜୟନ୍ତୀ ପାଳନ କରାଯିବ। ଦେଶ ତଥା ରାଜ୍ୟ ପାଇଁ ତାଙ୍କ ତ୍ୟାଗ, ବଳିଦାନ, ସଂଘର୍ଷକୁ ସମ୍ମାନ ଜଣାଇବା ପାଇଁ କାର୍ଯ୍ୟକ୍ରମ ସବୁ ଆୟୋଜନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।






More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..