ରିପୋର୍ଟ କାର୍ଡ / ଭୁବନେଶ୍ବର
ଓଡ଼ିଆ ସାମ୍ବାଦିକତା ଦିବସ ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ସେ ନିଜର ‘ଏକ୍ସ’ରେ ଲେଖିଛନ୍ତି, ୧୮୬୬ ମସିହା ଆଜିର ଦିନରେ ଓଡ଼ିଶାର ପ୍ରଥମ ସମ୍ବାଦପତ୍ର ‘ଉତ୍କଳ ଦୀପିକା’ ପ୍ରକାଶ ପାଇଥିଲା। “ଓଡ଼ିଆ ସାମ୍ବାଦିକତା ଦିବସ” ଅବସରରେ ଓଡ଼ିଆ ଭାଷାରେ ସମ୍ବାଦ ପରିବେଷଣ ଦ୍ୱାରା ଜନସାଧାରଣଙ୍କୁ ସଚେତନ କରୁଥିବା ସମସ୍ତ ସାମ୍ବାଦିକ ଭାଇ ଓ ଭଉଣୀ ମାନଙ୍କୁ ସାଧୁବାଦ୍।






More Stories
ବନ୍ୟା ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..
ଡିଜିପି ନିଯୁକ୍ତି ମାମଲା;ସେପ୍ଟେମ୍ବର ୨ରେ ପରବର୍ତ୍ତୀ ଶୁଣାଣି…..
ନୂଆ DGP ଚୟନ ପ୍ରକ୍ରିୟା ମାମଲାର ଆଜି ଶୁଣାଣି……