ରିପୋର୍ଟ କାର୍ଡ / ଭୁବନେଶ୍ବର
ଓଡ଼ିଆ ସାମ୍ବାଦିକତା ଦିବସ ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ସେ ନିଜର ‘ଏକ୍ସ’ରେ ଲେଖିଛନ୍ତି, ୧୮୬୬ ମସିହା ଆଜିର ଦିନରେ ଓଡ଼ିଶାର ପ୍ରଥମ ସମ୍ବାଦପତ୍ର ‘ଉତ୍କଳ ଦୀପିକା’ ପ୍ରକାଶ ପାଇଥିଲା। “ଓଡ଼ିଆ ସାମ୍ବାଦିକତା ଦିବସ” ଅବସରରେ ଓଡ଼ିଆ ଭାଷାରେ ସମ୍ବାଦ ପରିବେଷଣ ଦ୍ୱାରା ଜନସାଧାରଣଙ୍କୁ ସଚେତନ କରୁଥିବା ସମସ୍ତ ସାମ୍ବାଦିକ ଭାଇ ଓ ଭଉଣୀ ମାନଙ୍କୁ ସାଧୁବାଦ୍।
More Stories
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..
ସୃଷ୍ଟି ହେଲା ଯୋଡ଼ା ଲଘୁଚାପ: ପ୍ରବଳ ବର୍ଷୀବ,ଏହି ଜିଲ୍ଲାକୁ ରେଡ଼ ୱାର୍ଣ୍ଣିଂ ଜାରି…..
୪ ବ୍ୟକ୍ତିଙ୍କୁ ରାଜ୍ୟସଭାକୁ ମନୋନୀତ କଲେ ରାଷ୍ଟ୍ରପତି…..