ରିପୋର୍ଟ କାର୍ଡ / ଭୁବନେଶ୍ୱର
ପବିତ୍ର ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜ୍ଞାପନ କରିଛନ୍ତି। ସେ ନିଜର ଟୁଇଟରରେ ଲେଖିଛନ୍ତି, ‘ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅପାର କରୁଣାରୁ ଏହି ନୂଆ ବର୍ଷ ସମସ୍ତଙ୍କ ପାଇଁ ନୂଆ ସୁଯୋଗ ଓ ସମ୍ଭାବନା ନେଇ ଆସୁ।‘






More Stories
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା…..
ଆଜି ରାଜ୍ୟ କ୍ୟାବିନେଟ ବୈଠକ….
୧୦ରେ ରାଜ୍ୟ କ୍ୟାବିନେଟ୍…..