ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ପବିତ୍ର ରାଖି ପୂର୍ଣ୍ଣିମା ତଥା ରକ୍ଷା ବନ୍ଧନ। ପବିତ୍ର ଗହ୍ମା ପୂର୍ଣ୍ଣିମା ତଥା ରକ୍ଷା ବନ୍ଧନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଭାରତୀୟ ସଂସ୍କୃତିର ଏହି ଅନନ୍ୟ ପର୍ବ ଆମର ସାମାଜିକ ମୂଲ୍ୟବୋଧକୁ ଆହୁରି ସୁଦୃଢ଼ କରୁ ବୋଲି ଏହି ଅବସରରେ କହିଛନ୍ତି ମୁଖ୍ୟମନ୍ତ୍ରୀ।






More Stories
ଝିଅ ଜନ୍ମ ହେଲେ ସରକାର ଦେବେ ଟଙ୍କା…..
ତୈଳ କମ୍ପାନୀମାନଙ୍କ ସହ ଯୋଗାଣ ମନ୍ତ୍ରୀଙ୍କ ବୈଠକ…..
ପଶ୍ଚିମବଙ୍ଗରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…..