ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ବିଧାନସଭା ଶୀତାକାଳୀନ ଅଧିବେଶନର ଦ୍ୱିତୀୟରେ ପ୍ରଶ୍ନକାଳରେ ଏକ ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂହଦେଓ। କହିଛନ୍ତି କି, ରାଜ୍ୟର ୫୮ ଟି ସବଡିଭିଜନରେ ଶୀତଳଭଣ୍ଡାର ନିର୍ମାଣ ପାଇଁ ରାଜ୍ୟ ସରକାର ଯୋଜନା କରିଛନ୍ତି। ଏହି ଶୀଳତଭଣ୍ଡାରଗୁଡ଼ିକ ପିପିପି ମୋଡରେ ନିର୍ମାଣ କରାଯିବ। ଯଦି ଆଉ ଶୀତଳଭଣ୍ଡାରର ଆବଶ୍ୟକତା ସରକାର ଅନୁଭବ କରନ୍ତି, ତେବେ ପିପିପି ମୋଡରେ ହାଇବ୍ରିଡ କୋଲଡ ଷ୍ଟୋରେଜ ନିର୍ମାଣ ପାଇଁ ଯୋଜନା କରାଯିବ। ଏକ ପ୍ରଶ୍ନର ଉତ୍ତର ଦେଇ ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ କହିଛନ୍ତି କି, ରାଜ୍ୟର ୫୮ ଟି ସବଡିଭିଜନରେ ଶୀତଳଭଣ୍ଡାର ନିର୍ମାଣ ପାଇଁ ରାଜ୍ୟ ସରକାର ଯୋଜନା କରିଛନ୍ତି। ଏହି ଶୀଳତଭଣ୍ଡାରଗୁଡ଼ିକ ପିପିପି ମୋଡରେ ନିର୍ମାଣ କରାଯିବ। ଯଦି ଆଉ ଶୀତଳଭଣ୍ଡାରର ଆବଶ୍ୟକତା ସରକାର ଅନୁଭବ କରନ୍ତି, ତେବେ ପିପିପି ମୋଡରେ ହାଇବ୍ରିଡ କୋଲଡ ଷ୍ଟୋରେଜ ନିର୍ମାଣ ପାଇଁ ଯୋଜନା କରାଯିବ ବୋଲି କେ.ଭି ସିଂହଦେଓ ସୂଚନା ଦେଇଛନ୍ତି ।






More Stories
ଭଡ଼ାଘର ଦେବେ ସରକାର…..
କଂଗ୍ରେସରୁ ନିଳମ୍ବିତ ହେଲେ…..
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର…..