ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଲେଜ ଓ ୟୁନିଭର୍ସିଟିର ସମସ୍ତ କ୍ଲାସ ବନ୍ଦ କରାଯାଇଛି । ଆଜିଠାରୁ ମେ’ ୨ ତାରଖ ଯାଏ ସମସ୍ତ କ୍ଲାସ ବନ୍ଦ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏଥି ସହିତ ୟୁଜି/ ପିଜି କ୍ଲାସ ମଧ୍ୟ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛି ବିଭାଗ । ସୋମବାର ସରକାରଙ୍କ ପକ୍ଷରୁ ରାଜ୍ୟର ସମସ୍ତ ସ୍କୁଲ ଗୁଡ଼ିକୁ ବନ୍ଦ କରାଯିବା ନେଇ ନିର୍ଦ୍ଦେଶ ଦିଆଯାଇଥିଲା ।






More Stories
ଓସେପା ଅଫିସରୁ ତଥ୍ୟ ସଂଗ୍ରହ କଲା କ୍ରାଇମବ୍ରାଞ୍ଚ…..
ଦେଶରେ କରୋନା ରୋଗୀଙ୍କ ସଂଖ୍ୟା ବୃଦ୍ଧି…..
ଶରଧାବାଲିରେ ୩ ରଥ….