ରିପୋର୍ଟ କାର୍ଡ / ଭୁବନେଶ୍ୱର
କଲେଜ କର୍ତ୍ତୃପକ୍ଷଙ୍କ ଦରମା ବନ୍ଦ ଚେତାବନୀ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ମାସେ ଭିତରେ ସବୁ କଲେଜରେ ଆଇସିସି କମିଟି ଗଠନ କରାଯିବାକୁ ଟାର୍ଗେଟ୍ ରଖାଯାଇଛି। ଆଇସିସି କମିଟି ନ କଲେ କର୍ତ୍ତୃପକ୍ଷଙ୍କ ଦରମା ବନ୍ଦ। ଯେଉଁମାନେ ଭୁଲ ଅଭିଯୋଗ କରୁଛନ୍ତି ସେମାନଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।






More Stories
ଅଥର୍ବ ବେଦରେ ଲୋକଙ୍କ ହିତ ପାଇଁ ମନ୍ତ୍ର ଚିକିତ୍ସା ଆଲୋଚନା…..
ପ୍ଲାଟିନମ୍ ଉପାଦାନ ଉତ୍ତୋଳନ ସଫଳ…..
ରୁପା ଆମଦାନୀ ଉପରେ କଟକଣା……