ରିପୋର୍ଟ କାର୍ଡ / ଭୁବନେଶ୍ୱର
ଚଳିତବର୍ଷ ରାଜ୍ୟରେ ଅନୁଷ୍ଠିତ ହେବ କଲେଜ ନିର୍ବାଚନ। ଏନେଇ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କଲେଜ ନିର୍ବାଚନ ନେଇ ସରକାର ଚିନ୍ତା କରୁଛନ୍ତି। କଲେଜ ନିର୍ବାଚନ ପାଇଁ ଦୁର୍ଗାପୂଜା ପୂର୍ବରୁ ପାଠ୍ୟକ୍ରମ ସାରିବାକୁ ପଡ଼ିବ। ଏନେଇ ମୁଖ୍ୟମନ୍ତ୍ରୀ ମଧ୍ୟ ପୂର୍ବରୁ କହିସାରିଛନ୍ତି। କଲେଜ ଇଲେକ୍ସନ ପାଇଁ ଆମର ବି ଆଗ୍ରହ ଅଛି ବୋଲି କହିଛନ୍ତି ମନ୍ତ୍ରୀ।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..