ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ସାଧାରଣ ନିର୍ବାଚନ କୁ ଦୃଷ୍ଟିରେ ରଖି କଂଗ୍ରେସ ପକ୍ଷରୁ ସାଂଗଠନିକ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରାଯାଇଛି। ଓଡ଼ିଶା ପ୍ରଦେଶ କଂଗ୍ରେସ ପାଇଁ ନୂଆ ପ୍ରଭାରୀ ଭାବେ ଡ.ଅଜୟ କୁମାରଙ୍କୁ ନିଯୁକ୍ତି ଦିଆଯାଇଛି। ପୂର୍ବରୁ ଓଡ଼ିଶା ପ୍ରଭାରୀ ଚେଲା କୁମାର ଥିଲେ | ଝାଡ଼ଖଣ୍ଡ ଜାମସେଦପୁରର ପୂର୍ବତନ ସାଂସଦ ଅଜୟ କୁମାରଙ୍କୁ ଓଡ଼ିଶା ସହ ତାମିଲନାଡୁ ଓ ପୁଡୁଚେରୀର ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ସେହିପରି ଚେଲା କୁମାର ହେଲେ ମେଘାଳୟ, ମିଜୋରାମ ଓ ଅରୁଣାଚଳ ପ୍ରଦେଶର ନୂଆ ପ୍ରଭାରୀ ଭାବେ ନିଯୁକ୍ତି ମିଳିଛି।






More Stories
ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅଙ୍କୁ ମିଳିବ…..
ସମ୍ବଲପୁର ତହସିଲ ଦୁଇ ଭାଗ…..
ନବୀନଙ୍କୁ କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ…..