ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦୁର୍ନୀତି ଓ ଭ୍ରଷ୍ଟାଚାର ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇ ଆଜି ନବୀନ ନିବାସ ଘେରିବ ଯୁବ କଂଗ୍ରେସ | ଦୀର୍ଘ ୨୪ ବର୍ଷ ମଧ୍ୟରେ ରାଜ୍ୟରେ ଦୁର୍ନୀତି ଏବଂ ଭ୍ରଷ୍ଟାଚାର ବଢି ଚାଲିଛି। ଏବଂ ରାଜ୍ୟ ସରକାର ଯୁବକମାନଙ୍କ ସହ ପ୍ରତାରଣା କରିଛନ୍ତି ବୋଲି କଂଗ୍ରେସ ଅଭିଯୋଗ ଆଣିଛି। ସେହିଭଳି ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ବିଜୁ ଯୁବ ବାହିନୀ ନିର୍ମାଣ କରିଥିଲେ। ଏବେ ସେହି ବାହିନୀ କେଉଁଠାରେ ବୋଲି ମଧ୍ୟ ପ୍ରଶ୍ନ କରିଛି କଂଗ୍ରେସ। କେବଳ ନିର୍ବାଚନକୁ ଆଖି ଆଗରେ ରଖି ସରକାର ଯୁବକମାନଙ୍କୁ ସ୍ୱୟମ ଯୋଜନାରେ ୧ ଲକ୍ଷ ଟଙ୍କା ଋଣ ଦେଉଛନ୍ତି।






More Stories
ମା’ଙ୍କୁ ମାରି ପ୍ଲାଷ୍ଟର କରିଦେଲା ପୁଅ !…..
ଟାଣି ନେଲା କୁମ୍ଭୀର…..
ବଢ଼ିଲା ସୌରିନ୍ ଭଟ୍ଟଙ୍କ ଅଡୁଆ…..