ରିପୋର୍ଟ କାର୍ଡ / ଭୁବନେଶ୍ୱର
ଯୁବ କଂଗ୍ରେସ ସାଧାରଣ ସମ୍ପାଦକ ନିହାର ରଞ୍ଜନ ବେହେରା କଂଗ୍ରେସରୁ ନିଲମ୍ବିତ କରାଯାଇଛି। ବିଶୃଙ୍ଖଳା ଆଚରଣ ସହ ନେତୃତ୍ୱ ବିରୋଧରେ ମନ୍ତବ୍ୟ ନେଇ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। କଂଗ୍ରେସ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ କମିଟି ଦ୍ୱାରା ନିହାର ବେହେରାଙ୍କୁ ନିଲମ୍ବିତ କରାଯାଇଛି। ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ଅନୁମୋଦନ କ୍ରମେ ଦୃଢ କାର୍ଯ୍ୟାନୁଷ୍ଠାନ ହୋଇଛି। ଏନେଇ କଂଗ୍ରେସ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ କମିଟି ଅଧ୍ୟକ୍ଷ ସୁଜୀତ୍ ପାଢୀ ସୂଚନା ଦେଇଛନ୍ତି।






More Stories
କଟିଲେ ୨୪.୩୩ ଲକ୍ଷ ଭୋଟର…..
ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍ଏମ୍ଡିଆର୍ ବିଲ୍……
୨୮ରେ ରାଜ୍ୟ କ୍ୟାବିନେଟ୍ ବୈଠକ……