ରିପୋର୍ଟ କାର୍ଡ / ଭୁବନେଶ୍ୱର
କଂଗ୍ରେସ ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁଙ୍କୁ ଦଳ ଟିକେଟ ଦେଇଥିବାବେଳେ ସତ୍ୟବାଦୀରୁ ମନୋଜ ରଥଙ୍କୁ ଟିକେଟ ଦେଇଛି। ସେହିପରି ଭୁବନେଶ୍ବର ମଧ୍ୟ ଆସନରୁ ପ୍ରକାଶ ଜେନା ଏବଂ ଭୁବନେଶ୍ବର ଉତ୍ତରରୁ ଅଶୋକ ଦାସଙ୍କୁ ଦଳ ପାର୍ଥୀ କରିଛି |
More Stories
ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଡପ ମଣ୍ଡପ ବିଜେ…..
ଓଡିଶା ଆସିବେ ରାଷ୍ଟ୍ରପତି !…..
ଦୁର୍ବଳ ହେବ ଲଘୁଚାପ:ଏହି ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ…..