ରିପୋର୍ଟ କାର୍ଡ / ନୂଆପଡ଼ା
ନୂଆପଡ଼ା ଉପନିର୍ବାଚନ ଲାଗି କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ଆଜି ନିଜ ସମର୍ଥକମାନଙ୍କ ସହ ଆସି ନାମାଙ୍କନ ଭରିଛନ୍ତି। ସେ ଦୁଇଟି ସେଟ୍ ଦାଖଲ କରିଛନ୍ତି। ଏହି ଅବସରରେ ପିସିସି ସଭାପତି ଭକ୍ତ ଚରଣ ମାଝୀ ଓ ବରିଷ୍ଠ ସଦସ୍ୟ ସୁରେଶ ରାଉତରାୟ ପ୍ରମୁଖ ଉପସ୍ଥିତ ଥିଲେ। ଏଣେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ମଧ୍ୟ ନାମାଙ୍କନ ଭରିଛନ୍ତି।
More Stories
୯୫ ଆସନରେ ଲଢ଼ିବ କଂଗ୍ରେସ…..
ପଖାଳ ଦିବସ…..
ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି…..