ରିପୋର୍ଟ କାର୍ଡ / ବଲାଙ୍ଗିର
କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ପୁଅ ସେଜି ସିଂ ସାଲୁଜା ଗିରଫ ହୋଇଛନ୍ତି । କଂଟାବାଞ୍ଜିର ଆଲିସାନ ସିନେମା ହଲ ଭିତରେ କୌଣସି ଏକ କାରଣକୁ ନେଇ ଗଣ୍ଡଗୋଳ ସମୟରେ ବିଧାୟକଙ୍କ ପୁଅର ଗିରଫ ହୋଇଥିବା ସୂଚନା ମିଳିଛି । ବୁଧବାର ସଂଧ୍ୟାରେ ଅନ୍ୟ ଏକ ଘଟଣାର ଭିଡିଓ ଭାଇରାଲ ହୋଇଛି। ସେଜି ସିଂ ସାଲୁଜା କଣ୍ଟାବାଞ୍ଜିର ଆଲିସାନ ସିନେମା ହଲ ଭିତରେ କୌଣସି ଏକ କାରଣକୁ ନେଇ ଗଣ୍ଡଗୋଳ ସମୟରେ ନିଜେ ଉପସ୍ଥିତ ଥିବା ଦେଖିବାକୁ ମିଳିଛି। ଏପରିକି ପୋଲିସ ସହିତ ଉଚ୍ଚବାଚ ହେଉଥିବା ଭିଡିଓରେ ସ୍ପଷ୍ଟ ଜଣାପଡୁଛି। ପୋଲିସ ସହିତ ଗଣ୍ଡଗୋଳ କରୁଥିବାର କିଛି ଫଟୋ ଏବଂ ଭିଡିଓ ଭାଇରାଲ ହେଉଛି ।






More Stories
ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅଙ୍କୁ ମିଳିବ…..
ସମ୍ବଲପୁର ତହସିଲ ଦୁଇ ଭାଗ…..
ନବୀନଙ୍କୁ କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ…..