ରିପୋର୍ଟ କାର୍ଡ / ନୂଆଦିଲ୍ଳୀ
କଂଗ୍ରେସ ସାଂସଦ ଗୌରବ ଗୋଗଇଙ୍କୁ ଦଳ ତରଫରୁ ଲୋକସଭାର ଉପନେତା ଭାବେ ନିର୍ବାଚିତ କରାଯାଇଛି । ଏନେଇ ଦଳ ତରଫରୁ ଏକ ଚିଠି ଲୋକସଭାର ବାଚସ୍ପତି ଓମ୍ ବିର୍ଲାଙ୍କୁ ଲେଖାଯାଇଛି । ଏଆଇସିସି ସଂଗଠନ ମହାସଚିବ କେ.ସି ବେଣୁଗୋପାଳ ଏନେଇ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି । ସେ ଲେଖିଛନ୍ତି ଯେ, ସଂସଦୀୟ ଦଳ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଲୋକସଭା ଅଧ୍ୟକ୍ଷ ଓମ୍ ବିର୍ଲାଙ୍କୁ ପତ୍ର ଲେଖି ଲୋକସଭା ପାଇଁ ଉପ ନେତା ପଦ ଦେବାକୁ ଅନୁରୋଧ କରିଛନ୍ତି । ମୁଖ୍ୟ ସଚେତକ ଓ ଦୁଇ ଜଣ ସଚେତକଙ୍କ ବାବଦରେ ମଧ୍ୟ ସୂଚନା ଦେଇଛନ୍ତି ।
More Stories
୪ ବ୍ୟକ୍ତିଙ୍କୁ ରାଜ୍ୟସଭାକୁ ମନୋନୀତ କଲେ ରାଷ୍ଟ୍ରପତି…..
ଫାସ୍ଟ୍ୟାଗ୍ ନ ଲଗାଇଲେ ହେବେ କଳାତାଲିକାଭୁକ୍ତ….
ୟୁକ୍ରେନ ଉପରେ ରୁଷର ୭୦୦ ଡ୍ରୋନ ମାଡ଼…..