ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ଦିଲ୍ଲୀରେ କଂଗ୍ରେସର ସ୍କ୍ରିନିଂ କମିଟି ବୈଠକ ବସିବ। ଏଥିରେ ଯୋଗଦେବା ପାଇଁ ପିସିସି ସଭାପତି ଶରତ ପଟ୍ଟନାୟକ ଏବଂ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଦିଲ୍ଲୀ ଗସ୍ତ କରିଛନ୍ତି। ପ୍ରଦେଶ ନିର୍ବାଚନ କମିଟି ବୈଠକରେ ନିଷ୍ପତ୍ତି ହୋଇଥିବା ସଟ୍ ଲିଷ୍ଟ ପ୍ରାର୍ଥୀ ତାଲିକା ଉପରେ ଆଜି ବୈଠକରେ ଆଲୋଚନା ହେବ । ମାର୍ଚ୍ଚ ପ୍ରଥମ ସପ୍ତାହରେ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଦଳ ଘୋଷଣା କରିବ । ପ୍ରଥମ ପର୍ଯ୍ୟାୟରେ ପାଖାପାଖି ୭୦ ବିଧାନସଭା ଏବଂ ୧୪ ଲୋକସଭା ଆସନ ଘୋଷଣା କରିବାକୁ କଂଗ୍ରେସ ଲକ୍ଷ୍ୟ ରଖିଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….