ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୁରୀ ଜିଲ୍ଲାରେ ନିର୍ମାଣ ହେବ ୭ଟି ବହୁମୁଖୀ ବାତ୍ୟା ଆଶ୍ରୟ ସ୍ଥଳୀ | ସିଏମଓରେ ଜନଶୁଣାଣି ପରେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ନିଷ୍ପତ୍ତି ନେଇଛନ୍ତି। ବ୍ରହ୍ମଗିରୀ, କୃଷ୍ଣପ୍ରସାଦ, କଣାସ ଓ ପୁରୀ ସଦର ବ୍ଲକରେ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ହେବା ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପାଇଁ ମୋଟ ୧୪ କୋଟି ଟଙ୍କା ଖର୍ଚ୍ଚ ହେବା ବାତ୍ୟା ଆଶ୍ରୟସ୍ଥଳୀ ପାଇଁ ସ୍ଥାନ ନିରୂପଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ୫ଟି ଅଧ୍ୟକ୍ଷଙ୍କ ପୁରୀ ଜିଲା ଗସ୍ତ ସମୟରେ ଏନେଇ ପ୍ରସ୍ତାବ ଆସିଥିଲା। ଗ୍ରାମ ଉନ୍ନୟନ ବିଭାଗକୁ ଆଶ୍ରୟସ୍ଥଳୀ ନିର୍ମାଣର ଦାୟିତ୍ୱ ଦିଆଯାଇଛି।






More Stories
ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅଙ୍କୁ ମିଳିବ…..
ସମ୍ବଲପୁର ତହସିଲ ଦୁଇ ଭାଗ…..
ନବୀନଙ୍କୁ କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ…..