ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ପଂଚାୟତ ଓ ପୌର ନିର୍ବାଚନ ଶେଷ ହୋଇସାରିଥିବ ବେଳେ ରାଜ୍ୟ ସରକାର ସମବାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି | ଆସନ୍ତା ଜୁନ୍ ମାସ ୧୯ ଓ ୨୬ ତାରିଖରେ ପ୍ରାଥମିକ ସମବାୟ ସୋସାଇଟିରେ ନିର୍ବାଚନ ହେବ | ଆଜି ସମବାୟ ସମିତି ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ପରବର୍ତ୍ତୀ ସମୟରେ ରାଜ୍ୟ ସମବାୟ ନିର୍ବାଚନ କମିଶନର ନିର୍ବାଚନ ପାଇଁ ବିସ୍ତୃତ କାର୍ଯ୍ୟସୂଚୀ ଘୋଷଣା କରିବେ ବୋଲି ଜଣାପଡ଼ିଛି ।






More Stories
ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ…..
ଏସ୍ସିବି ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି…..
୪ଟା ଯାଏଁ ଗୃହ ମୁଲତବୀ…..