ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଆଜି ବି ୩ ଲକ୍ଷ ୯୨ ହଜାର ୪୮୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ କରୋନା ପଜିଟିଭ ସଂଖ୍ୟା ୧,୯୫,୫୭,୪୫୭କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୩,୬୮୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୨,୧୫,୫୪୨ରେ ପହଞ୍ଚିଛି। ଦିନକରେ ୩,୦୭,୮୬୫ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୧,୫୯,୯୨,୨୭୧ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୩୩,୪୯,୬୪୪ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
More Stories
ପ୍ରବାସୀଙ୍କୁ ଆମେରିକା ଛାଡିବାକୁ ଟମ୍ପ୍ଙ୍କ ନିର୍ଦ୍ଦେଶ……
ଗଠନ ହେବ ଓଡିଶା ରାଜ୍ୟ ରାଜପଥ ପ୍ରାଧିକରଣ….
ସିଗାରେଟ୍ ଭିତରେ ଗଞ୍ଜେଇ ଜବତ…..