ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ଦେଶରେ ୨୪ ଘଣ୍ଟାରେ ୪ ଲକ୍ଷ ୧୨ ହଜାର ୨୬୨ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୧୦ ଲକ୍ଷ ୭୭ହଜାର ୪୧୦ରେ ପହଞ୍ଚିଛି। ଏଥିସହିତ ଗୋଟିଏ ଦିନରେ ୩୯୮୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଦେଶରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨,୩୦,୧୬୮କୁ ବୃଦ୍ଧିପାଇଛି। ଦେଶରେ ଏପର୍ଯ୍ୟନ୍ତ ମୋଟ ୧୬ କୋଟି ୨୫ ଲକ୍ଷ ୧୩ ହଜାର ୩୩୯ ପାନ ଟିକାକରଣ କରାଯାଇସାରିଛି। ଦେଶରେ କରୋନା ସଂକ୍ରମଣରୁ ୧ କୋଟି ୭୨ ଲକ୍ଷ ୮୦ ହଜାର ୮୪୪ ଜଣ ସୁସ୍ଥ ହୋଇସାରିଛନ୍ତି। ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୩୫ ଲକ୍ଷ ୬୬ ହଜାର ୩୯୮ରେ ପହଞ୍ଚିଛି।






More Stories
ବିଜୟ ହେବେ ତାମିଲନାଡୁର ମୁଖ୍ୟମନ୍ତ୍ରୀ……
ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ…..
ଅଖିଳେଶଙ୍କୁ ଭାଜପା ନେତାଙ୍କ ଚେତାବନୀ…..