ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ଦେଶରେ ୨୪ ଘଣ୍ଟାରେ ୪ ଲକ୍ଷ ୧୨ ହଜାର ୨୬୨ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୧୦ ଲକ୍ଷ ୭୭ହଜାର ୪୧୦ରେ ପହଞ୍ଚିଛି। ଏଥିସହିତ ଗୋଟିଏ ଦିନରେ ୩୯୮୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଦେଶରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨,୩୦,୧୬୮କୁ ବୃଦ୍ଧିପାଇଛି। ଦେଶରେ ଏପର୍ଯ୍ୟନ୍ତ ମୋଟ ୧୬ କୋଟି ୨୫ ଲକ୍ଷ ୧୩ ହଜାର ୩୩୯ ପାନ ଟିକାକରଣ କରାଯାଇସାରିଛି। ଦେଶରେ କରୋନା ସଂକ୍ରମଣରୁ ୧ କୋଟି ୭୨ ଲକ୍ଷ ୮୦ ହଜାର ୮୪୪ ଜଣ ସୁସ୍ଥ ହୋଇସାରିଛନ୍ତି। ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୩୫ ଲକ୍ଷ ୬୬ ହଜାର ୩୯୮ରେ ପହଞ୍ଚିଛି।
More Stories
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାହୁଲ ଓ ଖଡଗେ…..
୭୨ ଘଣ୍ଟିଆ ଅସ୍ତ୍ରବିରତି ଘୋଷଣା କଲା ରୁଷ୍…..
କାଶ୍ମୀରର ୪୮ ପର୍ଯ୍ୟଟନସ୍ଥଳୀକୁ ବନ୍ଦ କଲେ ସରକାର…..