ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ଆଉ ୬୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହି ମୃତକଙ୍କୁ ମିଶାଇ ରାଜ୍ୟରେ କରୋନା ଜନିତମୃତ୍ୟୁ ସଂଖ୍ୟା ୭,୨୮୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଆଜି ଚିହ୍ନଟ ହୋଇଥିବା ମୃତକଙ୍କ ମଧ୍ୟରେ ରହିଛନ୍ତି ଜଗତସିଂହପୁର ଜିଲ୍ଲାରୁ ସର୍ବାଧତ୍କ ୧୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। କଟକରୁ ୧୦, ଢେଙ୍କାନାଳରୁ ୮ ଓ କେନ୍ଦ୍ରାପଡ଼ାରୁ ୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଅନୁଗୁଳ ଓ ଯାଜପୁରରୁ ୬ ଲେଖାଏଁ, ଭଦ୍ରକରୁ ୫ ଜଣଙ୍କ ମୃତ୍ୟୁ ହୋଇଛି।






More Stories
୬ ସିଭିଲ ଜଜ୍ଙ୍କ ବଦଳି…..
ପଶ୍ଚିମବଙ୍ଗ ଗଲେ ମୁଖ୍ୟମନ୍ତ୍ରୀ…..
ଓଡ଼ିଶାରେ ଲାଗୁହେବ ପେସା ଆଇନ……