ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୧୧୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୮୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।






More Stories
ଆନ୍ଧ୍ରପ୍ରଦେଶରେ କୋଭିଡ ଆତଙ୍କ; ଗଞ୍ଜାମ ଜିଲ୍ଲାରେ ହାଇଆଲର୍ଟ…..
ଆଜି ନବଯୌବନ ଦର୍ଶନ…..
କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ଖୁସି ଖବର…..