ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗତକାଲି ଠାରୁ ଆଜି କରୋନା ସଂକ୍ରମଣ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇଛି | ଆଜି ରାଜ୍ୟରେ ୧୨ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି | ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୨୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ପୁରୀ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ, ଏବଂ ଅନୁଗୁଳ, କଟକ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାରୁ ରହିଛନ୍ତି ।






More Stories
୨୦୨୭ରୁ ନୂଆ ନିୟମ ଲାଗୁ…..
ବ୍ୟବସାୟୀଙ୍କୁ ହତ୍ୟା…..
ତେଲିଆ ଖାଦ୍ୟକୁ ‘ନା’, ସୁସ୍ଥ ଖାଦ୍ୟକୁ ‘ହଁ’……