ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୮୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨ କରୋନା ଆକ୍ରାନ୍ତ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୨୨ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ମୃତକଙ୍କ ମଧ୍ୟରୁ କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।






More Stories
ନବୀନଙ୍କୁ ଟାର୍ଗେଟ୍ କଲେ ମନମୋହନ…..
ପ୍ରମିଳାଙ୍କ ବାସଭବନରେ ନେତାଙ୍କ ମେଳି…..
୧୦ ପର୍ଯ୍ୟନ୍ତ କାଳବୈଶାଖୀ…..